ଛତିଶଗଡ଼ରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ ଘଟଣା । ଏବେ ବି ୧୫ ଯବାନ ନିଖୋଜ ରହିଛନ୍ତି । ଗତକାଲି ସୁକମା-ବିଜାପୁର ସୀମାବର୍ତ୍ତୀ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ ହୋଇଥିଲେ । ଉଭୟପକ୍ଷ ମଧ୍ୟରେ ୩ ଘଣ୍ଟା ଧରି ଚାଲିଥିଲା ଗୁଳି ବିନିମୟ ...
#ArgusNews #Chhatishgarh #Sahidjawan #Firing