ଅନୁଗୁଳରେ ଓଡିଶା ଅଭିଭାବକ ମହାସଂଘ ତରଫରୁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ । ଶିକ୍ଷା ବିନା ପ୍ରଗତି ଅସମ୍ଭବ l ଗ୍ରାମାଞ୍ଚଳରେ ସବୁ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଉପଲବ୍ଧ ସହିତ ଶିକ୍ଷାର ବିକାଶ ବିନା ସବୁ ବିକାଶ ମୂଳକ କାର୍ଯ୍ୟକ୍ରମ ନିରର୍ଥକ ବୋଲି ଏଥିରେ କୁହାଯାଇଛି ।
#Angul #pressconference #odishaparentsfederation #education #developmentprograms #ArgusNews