Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ନିର୍ବାଚନ ବେଳେ ମାଓ ହିଂସା; CRPF ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଆହତ
ଗେଷ୍ଟ ହାଉସରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର
ଅର୍ଗସ ବ୍ୟୁରୋ: ଭୁବନେଶ୍ୱର ମୈତ୍ରୀବିହାରରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ । ଗଜପତି ନଗର ସ୍ଥିତ ଗେଷ୍ଟ ହାଉସରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ ତପନ ପ୍ରସାଦ ଆଚାର୍ଯ୍ୟ । ସେ ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡ଼ର ମାଲିକ ହୋଇଥିବା ସୂଚନା । ତାଙ୍କ ଘର ଫୁଲବାଣୀ ଟାଉନ ଥାନା ଅଞ୍ଚଳରେ । ତପନ ଭୁବନେଶ୍ୱର ଏକ ମିଟିଂରେ ଯୋଗଦେବାକୁ ଦୁଇ ଦିନ ତଳେ ଆସିଥିଲେ। ପର
ଆରମ୍ଭ ହେଲା ଗଣତନ୍ତ୍ରର ମହାପର୍ବ
ଅର୍ଗସ ବ୍ୟୁରୋ : ଅପେକ୍ଷାର ହେଲା ଅନ୍ତ, ଦେଶରେ ପଡିଲା ଭୋଟ୍‌ । ଗଣତନ୍ତ୍ରର ମହାପର୍ବରେ ସାମିଲ ହେବାକୁ ଲକ୍ଷଲକ୍ଷ ଲୋକଙ୍କ ଲାଗିଛି ଲାଇନ୍‌ । ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ମତଦାନ ହେଉଛି । ସକାଳ ୭ଟାରୁ ଏସବୁ ଆସନରେ ଭୋଟଗ୍ରହଣ ଆରମ୍ଭ ହୋଇଗଲାଣି । ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶର ୬୦ ଆସନ ଏବଂ ସିକ୍କିମର ୩୨ ଆସନରେ ଉଭ