ଅସ୍ତବ୍ୟସ୍ତ କଲାଣି ଶୀତ ଲହରି । ହାଡ଼ଭଙ୍ଗା ଜାଡ଼ରେ ଥରୁଛି ଦାରିଙ୍ଗବାଡି । 9 ଡିଗ୍ରୀ ଛୁଇଁଲା ସର୍ବନିମ୍ନ ତାପମାତ୍ରା । ବାଲିଗୁଡ଼ା ସମେତ ଦାରିଙ୍ଗବାଡି, କ.ନୁଆଗାଁ, ବେଲଘର, ତୁମୁଡ଼ିବନ୍ଧ, କୋଟଗଡ଼ ଅଞ୍ଚଳରେ ବଢ଼ିଲାଣି ଶୀତ ।
#weather #WinterSeason #daringbadi #temperature #Odisha #ArgusNews