ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଏହି ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଆଜି ଠାକୁରଙ୍କ ଅବକାଶ ନୀତି ସରିବା ପରେ ବେଶ କରାଯାଇଥାଏ ।
#Puri #Odisha #ArgusNews #SaptapuriAmabasya #JagannathDham