ଆଜି କନ୍ଧମାଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l କନ୍ଧମାଳବାସୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼ ବଣ୍ଟନ ସହ ପ୍ରାୟ 3 ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
#Kandhamal #OdishaCM #Visit #BijuHealthWelfareScheme #Smartcards #ArgusNews