ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡ଼ିଶା ଗସ୍ତ । ଭାରତ ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ନୂଆ ଦାୟିତ୍ବ ଗ୍ରହଣ କରିବା ପରେ ପ୍ରଥମ ଥର ଓଡିଶା ଗସ୍ତରେ ଆସୁଛନ୍ତି ଧର୍ମେନ୍ଦ୍ର । ପ୍ରଥମ ଦିନରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ବାରା ପ୍ରତିଷ୍ଠିତ ସତ୍ୟବାଦୀ ବକୁଳ ବନ ବିଦ୍ୟାଳୟ ଗସ୍ତ କରିବେ । ତାଙ୍କ ସାଥୀରେ କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମଧ୍ୟ ରହିବେ ।
#Odisha #ArgusNews #Panchasakha #DharmendraPradhan #AshwiniVaishnaw