ଆଜି ମିରଟରେ ମେଜର ଧ୍ୟାନ ଚାନ୍ଦ କ୍ରୀଡା ବିବିଦ୍ୟାଳୟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ଏଠାରେ ଭିତ୍ତି ପ୍ରସ୍ଥର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ମିରଟର ସର୍ଦ୍ଦାର ସହରର ସାଲାଓ୍ବା ଏବଂ କାଇଲି ଗ୍ରାମରେ ପ୍ରାୟ 700 କୋଟି ଟଙ୍କା ବ୍ୟୟରେ ଏହି ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି।
#Odisha #ArgusNews #PMNarendraModiji #college #inaguration #MajorDhyanChand