#ଆଜି_ଶ୍ରୀମନ୍ଦିରରେ_ଅନୁଷ୍ଠିତ_ହେବ_ହେରାପଞ୍ଚମୀ_ନୀତି !
ବିଧି ପରମ୍ପରା ପୂର୍ବକ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ଯଥା ବିଧି ଆଧାରରେ ସମ୍ପର୍ଣ୍ଣ ହୋଇଥିଲା
#ArgusNews #Odisha #ArgusNewsTV #Rathyatra2021 #Puri #HeraPanchami