ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି 1429 ସାଲ 64 ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ।
#Puri #sunia #gajapatidibyasinghdev #Odisha #ArgusNews