ରାୟଗଡ଼ାରେ ଆମ୍ବୁଲାନ୍ସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଛି। ଅମ୍ବାଦଳା ଥାନା ମଞ୍ଜଜୁରକୁପା ନିକଟରେ ଘରୋଇ ଆମ୍ବୁଲାନ୍ସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡ଼ିଛି।
#ArgusNews #odisha #rayagada #RoadAccident #Ambulans #tankar #death #police #ambadala