#ପୌର_ନିର୍ବାଚନ_ପାଇଁ_ଫିଟିଲା_ବାଟ
ପୌର ନିର୍ବାଚନ ପାଇଁ ଗେଜେଟ୍ ବିଜ୍ଞପ୍ତି ପରେ ଏବେ ନଗର ଉନ୍ନୟନ ବିଭାଗ ଉପରେ ରାଜନୈତିକ ମହଲର ନଜର ରହିଛି । ବିଭାଗ ପକ୍ଷରୁ ଯେ କୌଣସି ଦିନ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇପାରେ । ପୌର ନିର୍ବାଚନରେ ୱାର୍ଡ ପୁନର୍ଗଠନ ସହ ସଂରକ୍ଷଣ କରାଯିବ । ଏଥିପାଇଁ ୨ରୁ ୩ ମାସ ସମୟ ଲାଗିପାରେ । ଆଗକୁ ପଞ୍ଚାୟତ ନିର୍ବାଚନ ଥିବାରୁ ଆସନ୍ତା ବର୍ଷ ଦ୍ୱିତୀୟାର୍ଦ୍ଧରେ ପୌର ନିର୍ବାଚନ ହେବାର ସମ୍ଭାବନା ରହିଛି ।
#urbanbodyelection #municipality #NAC #polls #gejitnotification #Odisha #ArgusNews