କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି କର୍ମଚାରୀ ଡି.ଭବାନୀ ଶଙ୍କର ଦୋରାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ ଆଣିଛନ୍ତି ବରିଷ୍ଠ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତ ସିଂହାର । ବିଜେଡି ବିଧାୟକଙ୍କ ଇଙ୍ଗିତରେ ହୋଇଥିବା ନେଇ ସେ ଅଭିଯୋଗ କରିଛନ୍ତି । ଫାଣ୍ଡି ନିକଟରେ ତାଙ୍କୁ ମରଣାନ୍ତକ ଆକ୍ରମଣ ହେଉଥିଲେ ମଧ୍ୟ ପୋଲିସ ଆଉ ଏସପି କାହିଁକି ଚୁପ ରହିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି ?
#ArgusNews #Odisha #BJP #Pressmeet #Kandhamal #MLA #Attack