ଐତିହାସିକ ବକବି କେଦାରନାଥ ମହାପାତ୍ରଙ୍କ ୧୧୦ତମ ଜୟନ୍ତୀ ସମାରୋହ କେଦାରନାଥ ଗବେଷଣା କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । କେଦାରନାଥ ଗବେଷଣା ପ୍ରତିଷ୍ଠାନ ପରିବାର ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥି ଯୋଗ ଦେଇ ଦେଇ ଥିଲେ
#BBSR #KedarnathJayanti #Odisha #ArgusNews