ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରମୁଖ ରାଜନୈତିକ ଦଳର ପ୍ରଚାର ଓ ପ୍ରସାର ସେତେ ଦେଖିବାକୁ ମିଳିଛି।ଆଜି ପୂର୍ବତନ ପିସିସି ସଭାପତି ତଥା ପୂର୍ବତନ ସାଂସଦ ଶରତ ପଟ୍ଟନାୟକ କୁଚିଣ୍ଡା ନିର୍ବାଚନ ମଣ୍ଡଳୀ ଗସ୍ତ କରିଛନ୍ତି ।
#ElectionCampaign #Panchayatelection #votes #Congress #Kuchinda #ArgusNews