କଂଗ୍ରେସ ଭବନରେ ପଶି ପୋଲିସର ମାଡ଼କୁ ପ୍ରତିବାଦ। ଆଜି ସବୁ ଜିଲ୍ଲା ଏସପି ଅଫିସ ସମ୍ମୁଖରେ ବିକ୍ଷୋଭ କରିବ ଛାତ୍ର କଂଗ୍ରେସ । ବିଧାନସଭା ଘେରାଉ ବେଳେ ଛାତ୍ର କଂଗ୍ରେସ କର୍ମୀଙ୍କୁ ପୋଲିସର ମାଡ ମାରିବା ଘଟଣାକୁ ବିରୋଧ କରି ଏହି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ ।
#protest #StudentCongress #SPOffice #CongressBhawan #Odisha #ArgusNews