କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ୟିଜିସି ମାନ୍ୟତା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି ଏନେଇ ସୂଚନା ଦେଇଛନ୍ତି । ଏହି ନିଷ୍ପତି ଜନଜାତି ବହୁଳ ଅଂଚଳ କଳାହାଣ୍ଡି ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ
#ArgusNews #Odisha #kalahandi #university #UGC Dharmendra Pradhan