ଆଜି ଭାରତୀୟ କୃଷି ଓ ଅନୁସନ୍ଧାନ ପରିଷଦ ପକ୍ଷରୁ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଆନୁକୂଲ୍ୟରେ ଜଗତସିଂହପୁର ଜିଲ୍ଲା ଗୋରଡ଼ ଗ୍ରାମରେ କୃଷି ଯନ୍ତ୍ରପାତି ଓ ପ୍ରଯୁକ୍ତିବିଦ୍ୟାର ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଥିଲା ।
#Agriculturalmachinery #Anusandhanparisad #Technology #jagatsinhapur #Gorada #Odisha #ArgusNews