ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟା କାଣ୍ଡ ଘଟଣାରେ କେନ୍ଦ୍ରାପଡ଼ା ବିଜେପି ଜିଲ୍ଲାସଭାପତି କିଶୋର ପଣ୍ଡାଙ୍କ ନେତୃତ୍ୱରେ 5ଟି ନିର୍ବାଚନ ମଣ୍ଡଳୀର ହଜାର ହଜାର ବିଜେପି କର୍ମୀ କେନ୍ଦ୍ରାପଡ଼ା ଏସପିଙ୍କ କାର୍ଯ୍ୟାଳୟ ସମୁଖରେ ଧାରଣା ଦେଇ ନବୀନ ସରକାର ଉପରେ ନାରାବାଜୀ ଦେଇ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଗିରଫ ଦାବୀ କରିଛନ୍ତି
#JusticeForMamita #Kendrapara #BJPProtest #Mamitamurdercase #kishorPanda #ArgusNews