ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବକୁଳବନ ବିଦ୍ୟାଳୟକୁ ଗସ୍ତ କରିଥିଲେ । ସତ୍ୟବାଦୀ ଉଚ୍ଚବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମନ୍ତ୍ରୀଙ୍କ ପ୍ରଶ୍ନର ଉତର ଦେଇ ଖୁସିହୋଇଥିଲେ ପିଲାମାନେ ।
#ArgusNews #Odisha #EducationMinister #Satyabadi #bakulabana Dharmendra Pradhan