ମହିଳାଙ୍କୁ ନ୍ୟାୟ ଦାବିରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ ଡାକରା ଦିଆଯାଇଛି । ଜୟପୁରରେ ଜଣେ ମହିଳାଙ୍କୁ ବନ୍ଧୁକ ମୁନରେ ଦୁଷ୍କର୍ମ କରାଯାଇଥିବା ନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ ପୀଡ଼ିତାଙ୍କ ସ୍ବାମୀ
#Koraput #jaypore #bjp #strike #ArgusNews