ରାଜ୍ୟ ସରକାରଙ୍କ ମାଳ ମାଳ ଯୋଜନା ଯେତେ ବଢିବାରେ ଲାଗିଛି, ଗ୍ରାମୀଣ ସ୍ତରରେ ସେତେ ଦୁର୍ନୀତି ଓ ଭ୍ରଷ୍ଟାଚାର ବୃଦ୍ଧି ପାଇଛି l ଜନସାଧାରଣ ସମସ୍ତ ପ୍ରକାର ମୌଳିକ ସୁବିଧାରୁ ବଞ୍ଚିତ ରହୁଛନ୍ତି l ମୟୁରଭଞ୍ଜ ଜିଲ୍ଲା ବିଜାତଳା ବ୍ଳକ ଅନ୍ତର୍ଗତ ମୁଣ୍ଡାଠାକୁରା ଗ୍ରାମର ଏଭଳି କିଛି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଗାଁ ଲୋକ ।
#ArgusNews #ArgusNewsTV #odisha #Mayurbhanj