ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଉପଲକ୍ଷେ ସାଣ୍ଡ ଆନିମେସନ୍ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ପୁରୀର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ସାହୁ ।
#Puri #SandArt #gandhijayanti #Mahatmagandhi #LalBahadurShastri #sandartist #sridharsahu #Odisha #ArgusNews