ରାଜ୍ୟରେ ଆଉ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିବା ନେଇ ଦ୍ବନ୍ଦ ଲାଗି ରହିଥିବାବେଳେ ବିଦ୍ୟାର୍ଥୀଙ୍କ ଭବିଷ୍ୟତ ପାଇଁ ସ୍କୁଲ ଖୋଲିବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି
#Omicron #school #open #positive #ArgusNews