#ଘନିଭୂତ_ହେଉଛି_ଘୂର୍ଣ୍ଣିବଳୟ
ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି ।
#cyclones #BayOfBengal #rain #odisha #ArgusNews