ଚିଲିକା ବିଜେପି ନେତା ନିରଞ୍ଜନ ସେଠୀଙ୍କୁ ଗତ ୮ ତାରିଖରେ ବାଲୁଗାଁ ଏନଏସି ଆଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ମାଡ ମାରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ବିବାଦକୁ ଟାଣି ହୋଇଛନ୍ତି । ତାଙ୍କୁ ଗିରଫ ଦାବିରେ ଭାଜପା ଓଡିଶା ପ୍ରଦେଶ, ଅନୁସୂଚିତ ଜାତି ମୋର୍ଚ୍ଚା ପକ୍ଷରୁ ଗୁରୁବାର ନୂଆ ବସଷ୍ଟାଣ୍ଡରୁ ଏକ ଶୋଭାଯାତ୍ରାରେ ବାହାରି ଏସିଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ଓ ଧାରଣା ଦେବା ସହ ଏସପିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି
#Khordha #BJP #Strike #KhordhaSP #Balungaon #Odisha #ArgusNews