ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ଏମ.ବି.ବି.ଏସ ଜଣେ ଛାତ୍ରୀ ଛାତ ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲ ଆଇସିୟୁରେ ଭର୍ତ୍ତି କରାଯାଇଛି।
#Sambalpur #burla #bhimsar #medicalstudent #Hospital #admitted #ArgusNews