ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଗୃହ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଓ ଗିରଫ ଦାବି କରି ଜଗତସିଂହପୁର ଜିଲ୍ଲା ବିଜେପି ଦଳପକ୍ଷରୁ ଜିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ନେତୃତ୍ବରେ ଏକ ଶୋଭାଯାତ୍ରା ଜିଲ୍ଲା କାର୍ଯ୍ୟାଳୟଠାରୁ ବାହାରି ସହର ପରିକ୍ରମା କରିବା ପରେ ଏସପିଙ୍କ କାର୍ଯ୍ୟାଳୟକୁ ଘେରାଉ କରିଛି
#Jagatsinghpur #BJPProtest #JusticeForMamita #mamitamurdercase #Odisha #ArgusNews