ଜମ୍ମୁ-କଶ୍ମୀରରେ ଟେରର ଫଣ୍ଡିଂ ଉପରେ ମହାପ୍ରହାର । NIAର ସବୁଠୁ ବଡ଼ କାର୍ଯ୍ୟାନୁଷ୍ଠାନ । ୧୪ ଜିଲ୍ଲାର ପ୍ରାୟ ୫୦ଟି ସ୍ଥାନରେ ଚଢ଼ାଉ ହୋଇଛି । ଏହି ଚଢ଼ାଉରେ NIAର ୫ ଏସପିଙ୍କ ସହ ୧୫୦ରୁ ଅଧିକ ଅଧିକାରୀ ସାମିଲ ହୋଇଛନ୍ତି ।
#ArgusNews #National #jammukashmeer #TerrorFunding