ଜାନୁଆରୀ 31ରୁ ଆରମ୍ଭ ହେବାକୁ ଯାଉଛି ସଂସଦର ବଜେଟ୍ ଅଧିବେଶନ। ବଜେଟ ଅଧିବେଶନ ନେଇ ପାର୍ଲ୍ୟାମେଣ୍ଟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ଦେଖିବାକୁ ମିଳିଛି । ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ ସଂସଦରେ ଚଳିତ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବାକୁ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି।
#Parliament #January31 #budget #budgetsession #FinanceMinister #Sitharaman #Odisha #ArgusNews