ଗଞ୍ଜାମ ଭଞ୍ଜନଗର ଉପଖଣ୍ଡ ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବିକୁ ନେଇ ଠିକା ବିଦ୍ୟୁତ କର୍ମଚାରୀ ମାନେ ଧାରଣାରେ ବସିଛନ୍ତି । ଦୀର୍ଘ ୧୫ ବର୍ଷ ଧରି ବିଦ୍ୟୁତ ବିଭାଗରେ କାମ କରି ଆସୁଥିଲେ ସୁଦ୍ଧା ଏଯାଏଁ ସ୍ଥାୟୀ ନିଯୁକ୍ତି ଦିଆଯାଇନଥିବାରୁ ଆଜି ଓଡିଶା ବିଜୁଳି କର୍ମଚାରୀ ସଂଘ ସରକାରଙ୍କ ପାଖରେ ବହୁବାର ଦାବି ଉପସ୍ଥାପନ କରି ଆସୁଥିଲେ ମଧ୍ୟ କୌଣସି ସ୍ଥାୟୀ ସମାଧାନ ବାହାରିପାରି ନାହିଁ
#ArgusNews #Odisha #ArgusNewsTV #Ganjam #Bhanjanagar #ElectricityIssue #employeestrike