#ତିନି_ରଥରେ_ସାମାନ୍ୟ_ଫାଟ !
ବଳଭଦ୍ରଙ୍କ ତାଳଧ୍ଵଜ ରଥ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଗୋଟିଏ ଲେଖାଏଁ ଚକରେ ସାମାନ୍ୟ ଫାଟ ରହିଛି । ସେହିଭଳି ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ପ୍ରଭାରେ ରହିଛି ଫାଟ । ଆସନ୍ତା ୧୭ ତାରିଖରେ ତିନି ରଥର ଦକ୍ଷିଣି ମୋଡ କରାଯାଇଥିଲା । ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବୈଷୟିକ ଟିମ୍ ଦ୍ବାରା ତିନିରଥର ଯାଞ୍ଚ କରାଯାଇଥିଲା
#ArgusNews #Odisha #ArgusNewsTV #RathYatra2021 #Puri