ଦାଦାବଟିକୁ କେନ୍ଦ୍ରକରି ପୁରୀରେ ଗୁଳିମାଡ଼ । ଗତକାଲି ବିଳମ୍ବିତ ରାତିରେ ମହିଳାଙ୍କୁ ଗୁଳିମାଡ ହୋଇଛି । ଗୁଳିମାଡ଼ରେ ମହିଳା ଜଣଙ୍କ ଗୁରୁତର ଆହତ ହୋଇ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।
#Puri #shoot #woman #injured #Hospital #Odisha #ArgusNews