ଦିଗହରା ସଡକ ଯୋଜନା । ଗ୍ରାମାଞ୍ଚଳର ଲୋକଙ୍କ ଯାତାୟାତ ଓ ପରିବହନ କ୍ଷେତ୍ରରେ ସୁବିଧା ଯୋଗାଇବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ ବରାଦରେ ନିର୍ମାଣ ହେଉଛି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା । ହେଲେ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁଁ ଅଞ୍ଚଳବାସୀ ଯୋଜନର ସୁଫଳ ପାଇବାରୁ ବଞ୍ଚିତ ହେଉଛନ୍ତି
#mayurbhanj #Roadwork #lowquality #corruption #ArgusNews