ସେପ୍ଟେମ୍ବର ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର । ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଦୀର୍ଘଦିନର ବ୍ୟବଧାନ ପରେ ହେବ ଭକ୍ତ ଆଉ ଭଗବାନଙ୍କର ହେବ ମିଳନ। କୋଭିଡ୍ କଟକଣା ମାନି ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଏହାପୂର୍ବରୁ ଅର୍ଥାତ ଅଗଷ୍ଟ 23 ତାରିଖରେ ରାଜଧାନୀର ଅନ୍ୟ ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ମିଳିଛି
#BBSR #LingarajTempleopen #TempleTrustBoard #Odisha #ArgusNews