ପୁରୀରେ ପୁଣି ମାତିଲେ ମୂର୍ତ୍ତି ଚୋର । ଦୋଳ ପୂର୍ଣ୍ଣିମା ପୂର୍ବରୁ ମନ୍ଦିରରୁ ଦୋଳଗୋବିନ୍ଦଙ୍କୁ ନେଇଗଲେ ଦୁର୍ବୃତ୍ତ । ବୀର ନରସିଂହପୁରର ଗୋପୀନାଥ ମନ୍ଦିରରୁ ୫ଟି ଅଷ୍ଟଧାତୂ ମୂର୍ତ୍ତି ଚୋରି ଅଭିଯୋଗ । ଚୋରି ହୋଇଥିବା ମୂର୍ତ୍ତିର ଓଜନ ୧୦୦ କେଜିରୁ ଅଧିକ ।
#Puri #Chandanpur #gopinathtemple #statuetheft #Dolagobinda #theft #ArgusNews