ଓଡିଶା କନିଷ୍ଠ ଶିକ୍ଷକ ଆଶାୟୀ ସଂଘର ସଦସ୍ୟମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ରାଜ୍ୟରେ ବିଭିନ୍ନ ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହଜାର ହଜାର ସଂଖ୍ୟାରେ ପଦବୀ ଖାଲି ପଡ଼ିଥିଲେ ମଧ୍ୟ ସରକାର ତାହାକୁ ପୁରଣ କରିବାରେ ସକ୍ଷମ ହୋଇନାହାଁନ୍ତି । ତେଣୁ ସଂଘ ଆଜି ଆନ୍ଦୋଳନକୁ ଓହ୍ଲାଇଛି
#ArgusNews #Odisha #BBSR #Protest