ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନରଙ୍କ ବ୍ୟକ୍ତିଗତ ସଚିବ ବିରଞ୍ଚି ସାହୁଙ୍କ ଘରେ ଦୁର୍ନୀତି ନିବାରଣ ବିଭାଗ ଚଢାଉ କରି କୋଟି କୋଟି ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଠାବ କରିଛି । ନିଜ ପଦବୀର ଦୂରୁପଯୋଗ କରିଛନ୍ତି । ଏହାକୁ ନେଇ ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଆଠଗଡ ଚାନ୍ଦବାଲି ଛକ ଠାରେ ସ୍ଥାନୀୟ ବିଜେପି କର୍ମୀମାନେ ଏକତ୍ରିତ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୁଦ୍ଧରେ ନାରାବାଜି କରି ତାଙ୍କ କୁଶପୁତ୍ତଳିକା ଦାହ କରିଥିଲେ ।
#ArgusNews #Odisha #OSSC #BiranchiSahoo #BJP #protest