ନ୍ୟାୟ ନ ମିଳିବାରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ । ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଆୟତ କଲା ପୋଲିସ । ଏଭଳି ଘଟଣା ଘଟିଛି କେନ୍ଦୁଝର ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ।
#ViralVideo #Justice #selfimmolation #Keonjhar #ArgusNews