ପଞ୍ଚାୟତ ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍ । ପଞ୍ଚାୟତ ନିର୍ବାଚନ ବେଳେ ଯେଉଁଠି ପ୍ରାର୍ଥୀପତ୍ର କେହି ଦାଖଲ କରିନାହାନ୍ତି ବା ଯେଉଁ ଜାଗାରେ ସମସ୍ତ ପ୍ରାର୍ଥୀପତ୍ର ନାକଚ ହୋଇ ଯାଇଛି, ସେଠି ଆଉଥରେ ନାମାଙ୍କନ ଦାଖଲ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି
#electioncommission #pressmeet #panchayatelection #ArgusNews