ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚରଣଜିତ୍ ସିଂହ ଚନ୍ନି। କ୍ୟାପଟେନ ଅମରିନ୍ଦର ସିଂହଙ୍କ ଇସ୍ତଫା ପରେ ଚରଣଜିତ ସିଂହଙ୍କୁ ଦଳର ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ପରେ ସେ ରାଜ୍ୟପାଳଙ୍କୁ ଭେଟି ସରକାର ଗଢିବାକୁ ଦାବିପତ୍ର ଦେଇଥିବା ବେଳେ ଆଜି ସକାଳ 11ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜଣାପଡିଛି।
#Congress #CharanjitSinghChanni #Odisha #CMPunjab #PunjabPolitics #ArgusNews