ଅନୁଗୁଳ ତାଳଚେର ସ୍ଥିତ ପବିତ୍ର ମୋହନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ବାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଯୋଗ ଦେଇ ଉଭୟ ଶିକ୍ଷା ଓ ଦକ୍ଷତା ବିକାଶ ଉପରେ ଗୁରୁତ୍ବ ଦେଇଛନ୍ତି ଅନୁଷ୍ଠାନର ସଭାପତି ଶ୍ରୀମତୀ ମୃଦୁଳା ଠାକୁର ପ୍ରଧାନ
#Anugul #PMIT #Freshers #Odisha #ArgusNews