୧ ତାରିଖରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ପଞ୍ଚମ ସଂସ୍କରଣ ଅବସର ରେ ବିଭିନ୍ନ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ। ଅନୁଗୁଳ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅବିଭାବକ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ କାର୍ଯ୍ୟକ୍ରମରେ ଯୋଡି ହେବେ
#PMOIndia #NarendraModi #Anugul #KendriyaVidyalaya #Odisha #ArgusNews