ପଶ୍ଚିମା ଝଡ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ସମ୍ଭାବନା । ଆଗାମୀ 24ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡିଶା ସମେତ କେନ୍ଦୁଝର ଏବଂ ମୟୁରଭଞ୍ଜର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 22ତାରିଖରେ ପଶ୍ଚିମ ଓଡିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
#weather #MeteorologicalDepartment #rain #Odisha #ArgusNews