ଗତକାଲିଠୁ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହିତ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ଏ ନେଇ ପ୍ରତିକ୍ରିୟା ରଖିଲେ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
#IMD_DG #WeatherUpdate #JawadCyclone #Cyclone #HeavyRainfall #ArgusNews