ପିଏମ ଆୱାସ ଯୋଜନାରେ ଲାଗିବ ଲୋଗୋ। ବୈଠକ ପରେ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ। କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଗିରିରାଜ ସିଂହଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ। ବୈଠକରେ ଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରଦୀପ ଅମାତ।
#PMAwasYojana #logo #GirirajSingh #DharmendraPradhan #ArgusNews