କାଦୁଅ ରାସ୍ତାରେ ଅଟକି ଯାଇ ଗାଁକୁ ପହଞ୍ଚିପାରିଲା ନାହିଁ ଆମ୍ବୁଲାନ୍ସ,୨ କିମି ଖଟିଆରେ ବୁହାହୋଇ ଆମ୍ବୁଲାନ୍ସ ନିକଟକୁ ନେବାବେଳେ ରାସ୍ତାରେ ପ୍ରସବ କଲେ ଗର୍ଭବତୀ । ଏ ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ଯଶୀପୁର ବ୍ଲକ କାଶିପାଳ ଗାଁରେ
#ArgusNews #Odisha #ArgusNewsTV #karanjia