ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଓ୍ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସବୁ ମ୍ୟୁନିସିପାଲ କମିଶନର ଓ ଜିଲ୍ଲାପାଳଙ୍କୁ ଏନେଇ ଚିଠି କରାଯାଇଛି । ପୌର ପ୍ରଶାସନ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି । ୨୦୧୧ ଜନଗଣନା ଅନୁଯାୟୀ ହେବ ସୀମା ପୁନଃ ନିର୍ଦ୍ଧାରଣ ।
#Bhubaneswar #MunicipalElection #municipalcommissioners #Odisha #ArgusNews