ଭୁବନେଶ୍ଵର ପାତ୍ରପଡ଼ା ସ୍ଥିତ ପୋଖରୀରୁ ଭାସମାନ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର । ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଯୁବକଙ୍କୁ କେହି ହତ୍ୟା କରି ପୋଖରୀରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ତମାଣ୍ଡୋ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଚଳାଇଛି ।
#Bhubaneswar #pond #youngboy #toamando #police #INQUIRY #Roshan #satarupa #Odisha #ArgusNews