ପ୍ରଚାର ମୈଦାନରେ ପ୍ରମିଳା ମଲ୍ଲିକଙ୍କ ଫତଓ୍ବା । ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ନଦେଲେ ବାର୍ଦ୍ଧକ୍ୟ ଭତ୍ତା, ରାସନକାର୍ଡ ଓ ପ୍ରଧାନମନ୍ତ୍ରୀ ଆବାସ ବନ୍ଦ ବୋଲି ଭୋଟରଙ୍କୁ ସିଧାସଳଖ କହିଛନ୍ତି ବିଂଝାରପୁର ବିଧାୟିକା ପ୍ରମିଳା ମଲିକ। ପ୍ରମିଳାଙ୍କ ଏଭଳି ବକ୍ତବ୍ୟକୁ ସହଜରେ ଗ୍ରହଣ କରି ପାରୁନାହାନ୍ତି ବୁଦ୍ଧିଜୀବି।
#Jajpur #voters #threatening #election #PanchayatElection #BJD #viralvideo #ArgusNews